ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ – Kalinga News

[ad_1]
ନୂଆଦିଲ୍ଲୀ: କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସକାଳେ ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସନ୍ଧ୍ୟାରେ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏହା ସହ ନରେନ୍ଦ୍ର ମୋଦୀ ପଣ୍ଡିତ ନେହେରୁଙ୍କ କ୍ରମାଗତ ତିନିଥର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାର ରେକର୍ଡ ସହ ସମାନ ହେବେ।
Sambad is now on WhatsApp
Join and get latest news updates delivered to you via WhatsApp
#WATCH | Delhi: PM-designate Narendra Modi arrives at Rajghat to pay tribute to Mahatma Gandhi, ahead of his swearing-in ceremony, to be held today at Rashtrapati Bhawan.
He will take the Prime Minister’s oath for the third consecutive term, today at 7:15 PM. pic.twitter.com/L7u5S0uvHo
— ANI (@ANI) June 9, 2024
[ad_2]




