ରାଜନୀତି
୧୨ ଜୁନ୍ରେ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ନେବେ ଶପଥ – Kalinga News

[ad_1]
ଭୁବନେଶ୍ବର: କୁହାଯାଉଥିଲା ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି। ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
[ad_2]