ରାଜନୀତି

୧୨ ଜୁନ୍‌ରେ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ନେବେ ଶପଥ ହେବା ନେଇ ଚର୍ଚ୍ଚା – Kalinga News

[ad_1]

ଭୁବନେଶ୍ବର: ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି। କୁହାଯାଉଥିଲା ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଥିବା  ଚର୍ଚ୍ଚା ହେଉଛି। ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଚର୍ଚ୍ଚା ହେଉଛି। ତେବେ ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଏନେଇ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ। ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ପ୍ରସ୍ତୁତି ବୈଠକ ଜାରି ରହିଛି। ବୈଠକ ପରେ ତାରିଖ ଘୋଷଣା ହେଇପାରେ ବୋଲି କୁହାଯାଉଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button