ରାଜନୀତି

ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦୀ – Kalinga News

[ad_1]

ନୂଆଦିଲ୍ଲୀ : କେନ୍ଦ୍ରରେ ମୋଦୀ ସରକାରଙ୍କ ୩ୟ ଇନିଂସ ଆରମ୍ଭ ହୋଇଛି । ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ୍ ଜବାହାରଲାଲ ନେହେରୁଙ୍କୁ ରେକର୍ଡ ସହ ସମକକ୍ଷ ହୋଇଛନ୍ତି ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button