ରାଜନୀତି
ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ – Kalinga News

[ad_1]
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡ଼ିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଚିଠି ଲେଖିଛନ୍ତି। ସେ ନିଜକୁ ଦଳର ପରାଜୟ ଲାଗି ଦାୟୀ କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ, ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ।
[ad_2]




