ରାଜ୍ୟ
ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ – Kalinga News

[ad_1]
ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଭେଟିଛନ୍ତି। ସୌଜନ୍ୟମୂଳକ ସାକ୍ଷାତକାର ବେଳେ ପୁରୀ ରଥଯାତ୍ରା ଦେଖିବା ପାଇଁ ତାଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡ଼ିଛି।
The post ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on KNews Odisha.
[ad_2]