ଅପରାଧ

୩ ବର୍ଷର ନାବାଳିକାକୁ ଦୁଷ୍କର୍ମ: ବନ୍ଧା ହେଲା ଅଭିଯୁକ୍ତ – Kalinga News

[ad_1]

ଭୁବନେଶ୍ବର: ରାଜଧାନୀରେ ୩ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ଖୁଣ୍ଟିଆକୁ ଗିରଫ କରିଛି କମିସନରେଟ୍ ପୁଲିସ। ଗତକାଲି ୩ ବର୍ଷର ଝିଅକୁ ସନ୍ତୋଷ ଦୁଷ୍କର୍ମ କରିବା ପରେ କେଉଁଆଡେ ଫେରାର ହୋଇଯାଇଥିଲା। ତାର ସହଯୋଗୀକୁ ପୁଲିସ ଅଟକ ରଖି ଜେରା କରିଥିଲା। ତେବେ ପୀଡ଼ିତାର ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏବେ କ୍ୟାପିଟାଲ ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଛି। ଏନେଇ ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button