ଦେଶ- ବିଦେଶ

କଣ ରହିଛି ସୁନା ଦର

ଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୯ ହଜାର ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ଗ୍ରାମ ପିଛା ୬୩ ହଜାର ୬୩,୨୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୩,୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୦୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୩,୨୫୦ ଟଙ୍କା ଓ ୬୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୩,୪୦୦ଟଙ୍କା ଓ ୬୯,୧୫୦ ଟଙ୍କା ରହିଛି ।

 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୬୫୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୦,୫୩୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୩,୨୫୦ ଟଙ୍କା ଓ ୬୯,୦୦୦ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୮୪,୫୦୦ ଟଙ୍କା ହୋଇଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button