ଦେଶ- ବିଦେଶ

ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବା ଆବେଦନ ଖାରଜ

ଆସନ୍ତା ଅଗଷ୍ଟ ୧୧ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବାକୁ ଯେଉଁ ଆବେଦନ କରାଯାଇଥିଲା , ତାହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ . ଚନ୍ଦ୍ରଚୂଡ , ଜଷ୍ଟିସ ମନୋଜ ମିଶ୍ର ଏବଂ ଜଷ୍ଟିସ ଜେ.ବି ପାର୍ଦିୱାଲାଙ୍କୁ ନେଇ ଗଠିତ ତିନି ଜଣିଆ ପୀଠ ଶୁକ୍ରବାର ମାମଲାର ଶୁଣାଣି କରି ଉପରୋକ୍ତରାୟ ଦେଇଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button