ରାଜ୍ୟ

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଲେ ବିଏମସି କର୍ପୋରଟର

ଭୁବନେଶ୍ୱର: ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ବିଏମସି କର୍ପୋରଟର। ଭୁବନେଶ୍ୱର ୩୭ ନମ୍ୱର ୱାର୍ଡର କର୍ପୋର୍ଟର ବନ୍ଦିତା ପାଲ ଓ ତାଙ୍କ ସ୍ୱାମୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଉଭୟେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଉଭୟୟେ ବିଜେପିରେ ଯୋଗ ଦେଇଛନ୍ତି।

ସ୍ୱାଧୀନଭାବେ ବିଜୟୀ ହେବା ପରେ ବିଜେପିରେ ସେ ବିଜେଡିରେ ସାମିଲ ହୋଇଥିଲେ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button