ରାଜ୍ୟ

ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି: କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ବର: ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି। ବିଦ୍ୟୁତକରଣ ହୋଇନଥିବା ଘରଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ଖାଲି ସେତିକି ନୁହେଁ, ସବୁ ଘରକୁ ବିଜୁଳି ଯୋଗାଇ ଦେବା ପାଇଁ ୪୧୫ କୋଟି ଟଙ୍କା ସମସ୍ତ ଡିସକମମାନଙ୍କୁ ଯୋଗାଇ ଦେଇଛନ୍ତି।

ଏନେଇ ସୂଚନା ଦେଇଛନ୍ତି ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ବିଧାନସଭାରେ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button