ରାଜ୍ୟ

ବିଷାକ୍ତ ମଦ ମୃତ୍ୟୁ ମାମଲାରେ ହେବ ଆରଡିସି ତଦନ୍ତ,୨ ମାସ ଭିତରେ ଆସିବ ତଦନ୍ତ ରିପୋର୍ଟ

ଭୁବନେଶ୍ବର: ଗଞ୍ଜାମ ବିଷାକ୍ତ ମଦ ମୃତ୍ୟୁ ମାମଲାରେ ହେବ ଆରଡିସି ତଦନ୍ତ ହେବ। ମୁଖ୍ୟମନ୍ତ୍ରୀ ଏ ନେଇ ନିର୍ଦ୍ଦେଶ ଦେବେ। ୨ ମାସ ଭିତରେ ଏହାର ତଦନ୍ତ ରିପୋର୍ଟ ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଚୋରା ମଦ ଭାଟି ଉପରେ ଜାରି ଚଢାଉ ରହିଛି ।

ରାଜ୍ୟବ୍ୟାପୀ ବର୍ତ୍ତମାନ ସୁଦ୍ଧା ୧୧୭ ଜଣ ଗିରଫ ହେଲେଣି ।

ଚୋରା ମଦ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button