ରାଜନୀତି

ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଜବାବ

ଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । ଆପତ୍ତିଜନକ ମନ୍ତବ୍ୟ ଦେବାକୁ କିଏ ଅଧିକାର ଦେଲା ପଚାରିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button