ରାଜ୍ୟ

ନବୀନ ଗଡ଼ରେ ଗଡ଼ିଛି ୧୦୦ ମୁଣ୍ଡ

ବିଜେଡି ସୁପ୍ରିମୋ ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୨୪ବର୍ଷର ଶାସନକାଳରେ ତାଙ୍କ ନିଜ ନିର୍ବାଚନମଣ୍ଡଳୀରେ ଅରାଜକତା ଓ ଗୁଣ୍ଡାରାଜ ରାଜ୍ୟରେ ସବୁଠୁ ବେଶୀ ଥିଲା । ଏପରିକି ଶାନ୍ତସ୍ୱଭାବର ନବୀନ ଯେବେଠୁ ହିଞ୍ଜିଳିର ବିଧାୟକ ହେଲେଣି ସେବେଠୁ ୧୦୦ଜଣଙ୍କୁ ହତ୍ୟା କରାଯାଇଛି। ଆଶ୍ଚର୍ଯ୍ୟର କଥା ଏହି ଅବଧି ମଧ୍ୟରେ ମାତ୍ର ୯ଟି ହତ୍ୟା ମାମଲାରେ ଦୋଷୀଙ୍କୁ ଦଣ୍ଡିତ କରାଯାଇଛି ଓ ପ୍ରମାଣ ଅଭାବରୁ ୨୨ଜଣଙ୍କ ହତ୍ୟାକାରୀଙ୍କୁ ଦଣ୍ଡିତ କରାଯାଇ ପାରିନାହିଁ ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button