ରାଜ୍ୟ

ମା’ ସମଲେଇଙ୍କ ଦର୍ଶନ କଲେ ମୋହନ ମାଝୀ, ପିଏମ କିଷାନ ସ୍ୱତନ୍ତ୍ର ଅଭିଯାନ କାର୍ଯ୍ୟକ୍ରମରେ ହେବେ ସାମିଲ

ମ୍ୱଲପୁର, ୮।୯: ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପବିତ୍ର ନୂଆଖାଇ ଅବସରରେ ସିଏମ କିଷାନ ସହାୟତା କାର୍ଯ୍ୟକ୍ରମ ଏବଂ ପିଏମ କିଷାନ ସ୍ୱତନ୍ତ୍ର ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ପହଞ୍ଚିଛନ୍ତି । ପ୍ରଥମେ ଚାଷୀକୂଳର ସମୃଦ୍ଧି ଏବଂ ଓଡ଼ିଶାବାସୀଙ୍କ କଲ୍ୟାଣ ପାଇଁ ମା’ ସମଲେଇଙ୍କ ଦର୍ଶନ କରି ମା’ଙ୍କ ଆଶିର୍ବାଦ ନେଇଛନ୍ତି ।

ଅପରାହ୍ନ ୪.୩୦ରେ ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button