ରାଜ୍ୟ
କାରକୁ ପିଟିଦେଲା କାର୍: ଅଳ୍ପକେ ବଞ୍ଚିଗଲା ତହସିଲଦାରଙ୍କ ଜୀବନ

ରେଢ଼ାଖୋଲ: ତହସିଲଦାରଙ୍କ କାରକୁ ପିଟି ଦେଲା ଆଉ ଏକ କାର। ଅଳ୍ପକେ ବଞ୍ଚିଗଲା ତହସିଲଦାରଙ୍କ ଜୀବନ।
ରେଢ଼ାଖୋଲ ନାକଟିଦେଉଳ ତହସିଲଦାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁର ଯିବା ବାଟରେ ତାଙ୍କ କାର କୁ ଅନ୍ୟ ଏକ କାର ଦେହୁରୀ ସାହି ଛକ ନିକଟରେ ଧକ୍କା ଦେଇଥିବାରୁ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲେ ତହସିଲଦାର ସୁରକ୍ଷିତ ଥିବାର ସୂଚନା ମିଳିଛି।
ଏଥିସହିତ ଆଉ ଏକ ଗାଡ଼ିରେ ତହସିଲଦାର ସମ୍ବଲପୁର ଯାଇଥିବା ସୂଚନା ମିଳିଛି।




