ଦେଶ- ବିଦେଶ

ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ୫.୮ ରେକର୍ଡ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ରେକର୍ଡ କରାଯାଇଥିଲା।

ସୂଚନା ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ର ପାକିସ୍ତାନର ଡେରା ଗାଜି ଖାନ ଅଞ୍ଚଳ ଥିଲା। ଇସଲାମାବାଦ ଏବଂ ପାକିସ୍ତାନର ଲାହୋରରେ ମଧ୍ୟ ଭୂକମ୍ପ କମ୍ପନ ଅନୁଭୂତ ହୋଇଥିଲା। ଦିଲ୍ଲୀ-ଏନସିଆର ବ୍ୟତୀତ ଜମ୍ମୁ-କାଶ୍ମୀର, ପଞ୍ଜାବ, ହରିୟାଣାରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି।

ବର୍ତ୍ତମାନ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। କମ୍ପନ ଗୁଡ଼ିକ ସାମାନ୍ୟ ହାଲକା ଥିଲା । ତେଣୁ କ୍ଷୟକ୍ଷତିର ସମ୍ଭାବନା ନାହିଁ ।

Related Articles

Leave a Reply

Your email address will not be published. Required fields are marked *

Back to top button