ସ୍ୱାସ୍ଥ୍ୟ

କୋଲକାତା କାଣ୍ଡ ପରେ ଚେତିଛି ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ; ଆଣିଲେ ନୂଆ ଗାଇଡଲାଇନ

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଗାଇଡ୍ ଲାଇନ୍। ହସ୍ପିଟାଲ ଭିତରେ ଡାକ୍ତରଙ୍କ ସହ କୌଣସି ପ୍ରକାର ଦୁର୍ବ୍ୟବହାର କିମ୍ବା ଦୁର୍ଘଟଣା ରୋକିବାକୁ ନିର୍ଦ୍ଦେଶାବଳି ଆଣିଛି ସ୍ବାସ୍ଥ୍ୟ ବିଭାଗ ।

Related Articles

Leave a Reply

Your email address will not be published. Required fields are marked *

Back to top button