ରାଜନୀତି

ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା

ମାଜ ଡିଜିଟାଲ ଡେସ୍କ: ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ବିଜେପି ସଭାପତି ମନମୋହନ ସାମଲ। ଦିନ ସାଢେ ୧୧ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦଳୀୟ କାର୍ଯ୍ୟାଳୟରେ ସାଂସଦ, ବିଧାୟକ ଓ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ଦଳୀୟ ସଦସ୍ୟତା ଅଭିଯାନ ନେଇ ପରାମର୍ଶ ଦେବେ। ଏହାପରେ ପୁରୀ ଜିଲାର ସୁଆଣ୍ଡୋ ଗସ୍ତ ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button