ରାଜ୍ୟ

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ରାଉରକେଲା: ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍ପ୍ଲାଣ୍ଟର ଏସ୍ଏମ୍ଏସ୍- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି ।

ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି ।

ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରି ରାଉରକେଲା ଆଇଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଷ୍ଟିଲ୍ପ୍ଲାଣ୍ଟର ଏସ୍ଏମ୍ଏସ୍- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button