ରାଜ୍ୟ

ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା : ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ

ପୁରୀ ୧।୧୦: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା ଘଟିଯାଇଛି । ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ଦୁଇ ମୃତଦେହକୁ ଉଦ୍ଧାର କରିଛି । ଶବ ବ୍ୟବଚ୍ଛେଦ ପାଇଁ ମେଡ଼ିକାଲକୁ ପଠାଇଛି କୁମ୍ଭାରପଡ଼ା ଥାନା ପୋଲିସ ।

ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ସମ୍ବଲପୁର ଜୁ ଖୁଆଡକୁ ଆସିଲା ମଣିଷଖିଆ ବାଘ, ନୂଆପଡ଼ାରୁ ହୋଇଥିଲା ଟ୍ରାଙ୍କୁଲାଇଜ୍

Related Articles

Leave a Reply

Your email address will not be published. Required fields are marked *

Back to top button