ରାଜ୍ୟ

ରାବଣପୋଡ଼ିରେ ହେବନାହିଁ ବାଣ ପ୍ରତିଯୋଗିତା: ହାଇକୋର୍ଟ

ଟକ: କଟକରେ ରାବଣପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ଏ ନେଇ ନର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯଇଛି। ରାବଣପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା ୧୦ ତାରିଖ ଭିତରେ ଯୋଗାଇବା ପାଇଁ ସିଏମସି ଓ ଜିଲ୍ଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button