ରାଜ୍ୟ

ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଟାସ୍କଫୋର୍ସ ଗଠନ

ମାଜ ଡିଜିଟାଲ ଡେସ୍କ: କେନ୍ଦୁଝରରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ହୋଇଛି। ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ୨ଟି ସ୍ଥାନ ନିରୂପଣ ପାଇଁ ନିର୍ଦ୍ଦେଶ ରହିଥିବା ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ସୂଚନା ଦେଇଛନ୍ତି। ମୁମ୍ବାଇରେ ଆସନ୍ତା ୧୮ଓ ୧୯ ତାରିଖରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ୍‌ ହୋଇ ନିବେଶକଙ୍କ ସହ ଆଲୋଚନା କରିବେ।ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିବେ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button