ରାଜ୍ୟ

ବେଆଇନ ଆଇସ୍‌କ୍ରିମ କାରଖାନା ସିଲ୍

ରାଉରକେଲା: ରାଉରକେଲା ଶିଳ୍ପାଞ୍ଚଳରେ ବିନା ଫୁଡ ଲାଇସେନ୍ସରେ ଚାଲିଥିବା ଆଇସ୍କ୍ରିମ କାରଖାନା ସିଲ୍ କରାଯାଇଛି। ପ୍ରାୟ ଦେଢ କ୍ୱିଣ୍ଟାଲ ଆଇସ୍କ୍ରିମ ରାଉରକେଲା ମହାନଗର ନିଗମ ଜବତ କରିଛି।

ନୋଟିସ ସତ୍ୱେ ମାଲିକ ଲାଇସେନ୍ସ କରିବାକୁ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି। ବାରମ୍ବାର ତାଗିଦ୍ ପରେ ମଧ୍ୟ ମାଲିକ ସଚେତନ ନ ହେବା ପରେ ରାଉରକେଲା ମହାନଗର ନିଗମ ପକ୍ଷରୁ ଏହି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button