ରାଜ୍ୟ

ପାଗ ଅନୁକୂଳ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏରିୟାଲ୍ ସର୍ଭେ ସ୍ଥଗିତ, ଏସଆରସିଙ୍କ କାର୍ଯ୍ୟାଳୟରେ କରିବେ ସମୀକ୍ଷା

ଭୁବନେଶ୍ଵର, ୨୬/୧୦ : ମୁଖ୍ୟମନ୍ତ୍ରୀଙ୍କ ଏରିୟାଲ୍ ସର୍ଭେ କାର୍ଯ୍ୟକ୍ରମ ସ୍ଥଗିତ। ପାଗ ଅନୁକୂଳ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଜିଲ୍ଲା ଗସ୍ତ ସ୍ଥଗିତ ହୋଇଛି। ହେଲିକପଟର ଯୋଗେ ବାତ୍ୟା ପ୍ରଭାବିତ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ହୋଇଛି। ଏସଆରସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ।

ପ୍ରକାଶ ଥାଉକି, ମୁଖ୍ୟମନ୍ତ୍ରୀ ଆଜି ଆକାଶମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧାନ କରିଥାନ୍ତେ। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ ଓ କଟକ ଜିଲ୍ଲାରେ ଏରିୟାଲ୍ ସର୍ଭେ କରିଥାନ୍ତେ। ହେଲେ ପାଗ ଅନୁକୂଳ ନଥିବାରୁ କାର୍ଯ୍ୟକ୍ରମ ସ୍ଥଗିତ କରାଯାଇଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button