ରାଜ୍ୟ
ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର

ରାଉରକେଲା: ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର l ମୃତ୍ୟୁର କାରଣ ଅସ୍ପଷ୍ଟ l ମୃତକ ହେଲେ ଡାକ୍ତର ସନ୍ତୋଷ ହୁଗାର (୩୦)। ଘଟଣାସ୍ଥଳରେ ସେକ୍ଟର ୩ ପୁଲିସ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି l ସେ ଏନଆଇଟିରେ ମେଡିକାଲ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ।