ରାଜ୍ୟ

ଦୁଇ ଦିନ ପାଇଁ ୭ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା

ସନ୍ତା ଦୁଇଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।ଗୁରୁବାର ଓ ଶୁକ୍ରବାର ପୁରୀ, ଗଞ୍ଜାମ,ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।ଏବେ ରାଜ୍ୟ ବିଭିନ୍ନ ଅଞ୍ଚଳରେ ଶୁଖିଲା ପାଗ ରହିଥିବା ବେଳେ ଆଗକୁ କୁହୁଡି ସହିତ ଥଣ୍ତା ପଡ଼ିବ ।

ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ କହିଛି।ଅଧିକ ଭଲ ଖବର ପଢିବା ପାଇଁ ଆମକୁ Follow କରନ୍ତୁ ।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button