ରାଜ୍ୟ

ରାହୁଲଙ୍କ ଆଚରଣ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ: ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ଘଟଣାକୁ ନେଇ ବିଜେପିର କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆ ଏକ୍ସରେ କହିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦାୟିତ୍ବହୀନ ତଥା ଅହଂକାରୀ ଆଚରଣକୁ ମୁଁ ଦୃଢ଼ ନିନ୍ଦା କରୁଛି।

ବିରୋଧୀଦଳର ନେତାଙ୍କ ଏପରି ଆଚରଣ ଆଶ୍ଚର୍ଯ୍ୟଜନକ ଏବଂ ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ। ମୋର ସଂସଦ ସହକର୍ମୀଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button